Vi bøger
Levering: 1 - 2 hverdage

Drasta - Bog

- Odia translation of The Prophet

Bag om Drasta

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ । ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍]ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍] ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି । ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ପ୍ରକାଶନ ପରେ ୨୦୧୨ ମସିହା ପର୍ଯ୍ୟନ୍ତ (୮୯ ବର୍ଷରେ) ଇଂରେଜୀ ବହିର ୯୦ ଲକ୍ଷ କପି ବିକ୍ରୀ ହୋଇଛି । ଏହି ବହିଟିର ଅନୁବାଦ ୧୦୮ ଭାଷାରେ କରାଯାଇଛି । ୯୫ ବର୍ଷର ଇତିହାସରେ ୨୦୧୮ ମସିହା ପର୍ଯ୍ୟନ୍ତ ଇଂରେଜୀ ବହିର ୧୮୮ଟି ମୁଦ୍ରଣ ହୋଇ ସାରିଛି ।

Vis mere
  • Sprog:
  • Oriya
  • ISBN:
  • 9781645605324
  • Indbinding:
  • Paperback
  • Udgivet:
  • 14. Marts 2024
  • Størrelse:
  • 140x216x6 mm.
  • Vægt:
  • 136 g.
Leveringstid: 2-3 uger
Forventet levering: 5. Juni 2024

Beskrivelse af Drasta

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।
ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍]ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍]
ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।
ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ପ୍ରକାଶନ ପରେ ୨୦୧୨ ମସିହା ପର୍ଯ୍ୟନ୍ତ (୮୯ ବର୍ଷରେ) ଇଂରେଜୀ ବହିର ୯୦ ଲକ୍ଷ କପି ବିକ୍ରୀ ହୋଇଛି । ଏହି ବହିଟିର ଅନୁବାଦ ୧୦୮ ଭାଷାରେ କରାଯାଇଛି । ୯୫ ବର୍ଷର ଇତିହାସରେ ୨୦୧୮ ମସିହା ପର୍ଯ୍ୟନ୍ତ ଇଂରେଜୀ ବହିର ୧୮୮ଟି ମୁଦ୍ରଣ ହୋଇ ସାରିଛି ।

Brugerbedømmelser af Drasta



Find lignende bøger
Bogen Drasta findes i følgende kategorier:

Gør som tusindvis af andre bogelskere

Tilmeld dig nyhedsbrevet og få gode tilbud og inspiration til din næste læsning.